ଭୁବନେଶ୍ବର : କେନ୍ଦ୍ର ମନ୍ତ୍ରୀ ଉମା ଭାରତୀ ଶୁକ୍ରବାର ଦିନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ସକାଳ ୯ଟାରେ ଭୁବନେଶ୍ବରରେ ପହଞ୍ଚି ସିଧାସଳଖ ପୁରୀ ଯିବେ। ସେଠାରେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।