ଭୁବନେଶ୍ବର : କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆଜି ରାତିରେ ସେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ପରେ ବିଜେପିର ବରିଷ୍ଠ କର୍ମକର୍ତ୍ତାମାନେ ତାଙ୍କୁ ସ୍ବାଗତ କରିଥିଲେ। ଆସନ୍ତାକାଲି ଶ୍ରୀ ଯୋଶୀ ନାଲ୍କୋରେ ଏକ ସମୀକ୍ଷା ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ଓଡ଼ିଶାରେ କେନ୍ଦ୍ର ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ
Advertisment
Follow Us