ସାବିତ୍ରୀରେ ବନ୍ଦ ରହିବ ବିଶ୍ବବିଦ୍ୟାଳୟ ଓ କଲେଜ

Advertisment
ଯୁକ୍ତ୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ ଆଜିଠୁ

Telegraph India

ଭୁବନେଶ୍ବର : ମେ’ ୩୦ରେ ପାଳିତ ହେବାକୁ ଥିବା ସାବିତ୍ରୀ ଅମାବାସ୍ୟା ଲାଗି ଉଚ୍ଚଶିକ୍ଷା ବିଭାଗ ଅଧୀନ ସମସ୍ତ ବିଶ୍ବବିଦ୍ୟାଳୟ ଓ କଲେଜଗୁଡ଼ିକ ବନ୍ଦ ରହିବ। ଏନେଇ ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର ଆଜି ବିଶ୍ବବିଦ୍ୟାଳୟ କୁଳପତି, ସରକାରୀ/ବେସରକାରୀ ଡିଗ୍ରି କଲେଜ, ସମସ୍ତ ସରକାରୀ ଶିକ୍ଷା ଅନୁଷ୍ଠାନର ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe