ପହିଲାରୁ ଖୋଲିବ ବିଶ୍ବବିଦ୍ୟାଳୟ ଓ ଡିଗ୍ରି କଲେଜ

ଭୁବନେଶ୍ବର : ଉଚ୍ଚଶିକ୍ଷା ବିଭାଗ ଅଧୀନ ସରକାରୀ ବିଶ୍ବବିଦ୍ୟାଳୟ, ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଡିଗ୍ରି କଲେଜଗୁଡ଼ିକ ଜୁନ୍‌ ପହିଲାରୁ ଖୋଲିବ। ମେ’ ୩୧ରେ ଗ୍ରୀଷ୍ମ ଛୁଟି ସରିବା କ୍ଷଣି ଶିକ୍ଷାନୁଷ୍ଠାନ ଖୋଲିବା ଦିଗରେ ପଦକ୍ଷେପ ନେବାକୁ ବିଶ୍ବବିଦ୍ୟାଳୟ କୁଳପତି ଓ କଲେଜ ଅଧ୍ୟକ୍ଷମାନଙ୍କୁ କୁହାଯାଇଛି। ଏପ୍ରିଲ ୧୬ ଓ ୨୬ତାରିଖରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପଠାଯାଇଥିବା ଚିଠି ଆଧାରରେ ନିର୍ଦ୍ଦେଶାବଳୀ ପାଳନ କରିବାକୁ ବିଭାଗୀୟ ସଚିବ ଶାଶ୍ବତ ମିଶ୍ର କୁଳପତି ଓ ଅଧ୍ୟକ୍ଷମାନଙ୍କୁ କହିଛନ୍ତି।

ସମ୍ବନ୍ଧିତ ଖବର