ThePleasantDream
ବ୍ରଜରାଜନଗର: ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ଗୁମାଡେରା ସ୍କୁଲ ପଡ଼ାର ସୂରଜ ଲାଲ ଘଲେ (୩୬)ଙ୍କ ସୋମବାର ରାତିରେ ଅସ୍ୱାଭାବିକ ଭାବେ ମୃତ୍ୟୁ ଘଟିଛି। ପରିବାର ଲୋକଙ୍କ କହିବାନୁସାରେ ସୂରଜ ଗତ ରାତିରେ ଘରେ ଅଚେତ ଅବସ୍ଥାରେ ପଡିଥିବା ଦେଖି ହସ୍ପିଟାଲ୍କୁ ନେଇଥିଲେ।
ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ତଦନ୍ତ କରୁଥିବା ଜଣାପଡ଼ିଛି।
Follow Us