ଚଳିତ ବର୍ଷ ଆଡମ୍ବରରେ ପାଳନ ହେବ ଉତ୍କଳ ଦିବସ

ଭୁବନେଶ୍ବର : ଚଳିତ ବର୍ଷ ଉତ୍କଳ ଦିବସକୁ ଆଡ଼ମ୍ବରରେ ପାଳନ କରିବେ ରାଜ୍ୟ ସରକାର । ଏପ୍ରିଲ ୧ ତାରିଖରେ ପ୍ରତି ଜିଲ୍ଲାରେ ସଭା ସମିତି ଆୟୋଜନ କରାଯିବ । ଏହାର ଆୟୋଜନର ଦାୟିତ୍ୱ ଜିଲ୍ଲା ପରିଷଦ ସଭାପତି ମାନେ ନେବେ । ସେହିଦିନ ସନ୍ଧ୍ୟା ୬ଟା ରେ ସମଗ୍ର ରାଜ୍ୟରେ ସମୂହ ଭାବେ ବନ୍ଦେ ଉତ୍କଳ ଜନନୀ ଗାନ କରାଯିବା ନେଇ ସରକାର କାର୍ଯ୍ୟକ୍ରମ ସ୍ଥିର କରିଛନ୍ତି । ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

ସମ୍ବନ୍ଧିତ ଖବର