ଓଲଟିଲା ପିକ୍‌ ଅପ୍‌ ଭ୍ୟାନ

Advertisment
ଓଲଟିଲା ପିକ୍‌ ଅପ୍‌ ଭ୍ୟାନ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍‌ ତୁରୁମୁଙ୍ଗା ବଜାରରେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାରସ‌ାମ୍ୟ ହରାଇ ଓଲଟି ପଡ଼ିଛି।

ଗାଡ଼ି ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଭ୍ୟାନ୍‌ଟି ଯଶିପୁରରୁ କେନ୍ଦୁଝର ଅଭିମୁଖେ ଯାଉଥିଲା। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe