ରାଜଭବନରେ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ସମ୍ମିଳନୀ ଆରମ୍ଭ

0

ଭୁବନେଶ୍ୱର: ଆଜି ଭୁବନେଶ୍ୱରଠାରେ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସମ୍ମିଳନୀ ଆରମ୍ଭ ହୋଇଛି। ରାଜଭବନ ପରିସରରେ ଆୟୋଜିତ ଏହି କୁଳପତି ସମ୍ମିଳନୀକୁ ରାଜ୍ୟପାଳ ଡ. ଏସସି ଜମୀର ଆନୁଷ୍ଠାନିକଭାବେ ଉଦ୍‌ଘାଟନ କରିଛନ୍ତି। ଏହିସମ୍ମିଳନୀରେ ରାଜ୍ୟର ୧୭ଟି ବିଶ୍ୱବିଦ୍ୟାଳୟର କୁଳପତିମାନେ ଯୋଗ ଦେଇଛନ୍ତି।

ସମ୍ବନ୍ଧିତ ଖବର

Leave A Reply

Your email address will not be published.