ରାଜଭବନରେ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ସମ୍ମିଳନୀ ଆରମ୍ଭ

Advertisment
ରାଜଭବନରେ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ସମ୍ମିଳନୀ ଆରମ୍ଭ

ଭୁବନେଶ୍ୱର: ଆଜି ଭୁବନେଶ୍ୱରଠାରେ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସମ୍ମିଳନୀ ଆରମ୍ଭ ହୋଇଛି। ରାଜଭବନ ପରିସରରେ ଆୟୋଜିତ ଏହି କୁଳପତି ସମ୍ମିଳନୀକୁ ରାଜ୍ୟପାଳ ଡ. ଏସସି ଜମୀର ଆନୁଷ୍ଠାନିକଭାବେ ଉଦ୍‌ଘାଟନ କରିଛନ୍ତି। ଏହିସମ୍ମିଳନୀରେ ରାଜ୍ୟର ୧୭ଟି ବିଶ୍ୱବିଦ୍ୟାଳୟର କୁଳପତିମାନେ ଯୋଗ ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe