ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଆଜି ବିଧାନସଭା ପରିସରରେ ବୀର ସୁରେନ୍ଦ୍ର ସାଏଙ୍କ ଶ୍ରାଦ୍ଧଦିବସ ପାଳିତ ହୋଇଥିଲା। ଏ ନେଇ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ପ୍ରଦୀପ କୁମାର ଅମାତ, ଅର୍ଥ ମନ୍ତ୍ରୀ ଶଶିଭୂଷଣ ବେହେରା, ଉଚ୍ଚଶିକ୍ଷା ମନ୍ତ୍ରୀ ଅନନ୍ତ ଦାସ, ସାଂସଦ ଡ. ପ୍ରସନ୍ନ ପାଟ୍ଟଶାଣୀ, ପୂର୍ବତନ ବାଚସ୍ପତି ଶରତ କର, ଓଡ଼ିଶା ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଅନୁପ୍‌ ସାଏ, ବିଧାନସଭା ସଚିବ ଅମୀୟ କୁମାର ଷଡଙ୍ଗୀ, ଉତ୍କଳ ସମ୍ମିଳନୀର କର୍ମକର୍ତାଗଣ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

ସମ୍ବନ୍ଧିତ ଖବର