୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ

Advertisment
୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକ ୨୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡ଼ିଛନ୍ତି। ଏକ ଶ୍ମଶାନ କାମ ବିଲ୍ କରିବା ପାଇଁ ଠିକାଦାରଙ୍କ ଠାରୁ ସେ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe