ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ କେ.ନାଗେଶ୍ବର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ ଜାରି ରହିଥିବାର ଖବର ମିଳିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପାରଳାଖେମୁଣ୍ଡି ଓ ବ୍ରହ୍ମପୁର ଭିଜିଲାନ୍ସର ମିଳିତ ଚଢାଉ ଜାରି ରହିଛି।
/sambad/media/post_attachments/wp-content/uploads/2021/03/016fd343-fa99-4659-bff1-fe95ad21ca3e.jpg)
ଭିଜିଲାନ୍ସ ବିଭାଗର ୬ଟି ଟିମ୍ ପାରଳାଖେମୁଣ୍ଡିସ୍ଥିତ ଜଗନ୍ନାଥ ବିହାରରେ ଥିବା କେ.ନାଗେଶ୍ବର ସେନାପତିଙ୍କ ବାସଭବନ, ବ୍ରହ୍ମପୁରସ୍ଥିତ ତାଙ୍କ ଶାଳକଙ୍କ ଘର, ଆସିକାସ୍ଥିତ ପୈତୃକ ବାସଭବନ, ରାୟଗଡ଼ ଅଫିସ ଓ ଛଅ ମାଇଲଠାରେ ପାର୍ଟନରସିପରେ ଚାଲିଥିବା ଇଟା ଫ୍ୟାକ୍ଟ୍ରି ଉପରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/03/vig.jpg)