ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ପୁଣି ଜଣେ ଯନ୍ତ୍ରୀ। ସେ ହେଲେ ଖୋର୍ଦ୍ଧା କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ ଦାସ। ତାଙ୍କର ସରକାରୀ କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଚାଲିଥିବାର ଖବର ରହିଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ ଦାସଙ୍କ ଘରେ ଭିଜିଲାନ୍ସ ପଶିଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/12/Untitled4.png)