ଭିଜିଲାନ୍ସ ଜାଲରେ ନୟାଗଡ଼ ଏମଭିଆଇ: ୭ଟି ସ୍ଥାନରେ ଏକକାଳୀନ ଚଢ଼ଉ

କୃଷି ଯନ୍ତ୍ରାଂଶ ବିକ୍ରିରେ ବ୍ୟାପକ ଦୁର୍ନୀତି ଓ ଅର୍ଥ ହେରଫେର ମାମଲା: ବିଧାୟକ ସୁଧାଂଶୁଙ୍କ ଅଡ଼ୁଆ ବଢ଼ିଲା

Sambad English

ନୟାଗଡ଼: ଭିଜିଲାନ୍ସ ଜାଲରେ ନୟାଗଡ଼ ଏମଭିଆଇ ପଞ୍ଚାନନ ବେହେରା। ଆଜି ସକାଳୁ ତାଙ୍କ ଭୁବନେଶ୍ବରରେ ଥିବା ଭଡ଼ାଘର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ।

ସୂଚନା ଅନୁଯାୟୀ, କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବାଲିଅପଦା ସ୍ଥିତ ଘର ସମେତ ୭ଟି ଜାଗାରେ ଚାଲିଛି ଚଢ଼ାଉ। ୫ଜଣିଆ ଟିମ୍ ଛାନଭିନ କରୁଥିବା ସୂଚନା ରହିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ଉ ଜାରି ରହିଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe