ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୯ଟି ସ୍ଥାନରେ ଚଢଉ

Advertisment
ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୯ଟି ସ୍ଥାନରେ ଚଢଉ

ଭୁବନେଶ୍ବର: ଆର ଆଣ୍ଡ ବିର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘର ସମେତ କଟକ, ଭୁବନେଶ୍ବର ଓ ଝାରସୁଗୁଡ଼ାର ୯ଟି ସ୍ଥାନରେ ଭିଜିଲାନ୍ସ ଚଢଉ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୯ଟି ସ୍ଥାନରେ ଚଢଉ ଚାଲିଛି।

publive-image

ସୂଚନା ଅନୁଯାୟୀ, କଟକ ଜିଲ୍ଲା ତିଗିରିଆରେ ଥିବା ପୈତୃକ ଘର, ରାଜଧାନୀ ନୟାପଲ୍ଲୀର ଅର୍ପଣ ଆପାର୍ଟମେଣ୍ଟରେ ଥିବା ଦୁଇଟି ଫ୍ଲାଟ୍, ଖଣ୍ଡଗିରିର ଏକ ଆପାର୍ଟମେଣ୍ଟରେ ଥିବା ଦୁଇଟି ଫ୍ଲାଟ୍ ଏବଂ ଝାରସୁଗୁଡ଼ାର ଆଶିଆନା ଆପାର୍ଟମେଣ୍ଟରେ ଥିବା ତିନିଟି ଫ୍ଲାଟରେ ଚଢଉ କରୁଛି ଭିଜିଲାନ୍ସ ଟିମ୍। ଆଜି ଭୋର ୪ଟା ବେଳୁ ଭିଜିଲାନ୍ସ ପକ୍ଷରୁ ଚଢଉ ଆରମ୍ଭ ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe