ଧର୍ମଶାଳା ସବରେଜିଷ୍ଟାର ଅଫିସର କିରାଣୀଙ୍କ ଘର ସମେତ ୭ଟି ସ୍ଥାନରେ ଏକକାଳୀନ ଭିଜିଲାନସ ଚଢଉ

Advertisment
ଧର୍ମଶାଳା ସବରେଜିଷ୍ଟାର ଅଫିସର କିରାଣୀଙ୍କ ଘର ସମେତ ୭ଟି ସ୍ଥାନରେ ଏକକାଳୀନ ଭିଜିଲାନସ ଚଢଉ

ଧର୍ମଶାଳା: ଯାଜପୁର ଜିଲ୍ଲାର ଧର୍ମଶାଳା ସବରେଜିଷ୍ଟାର ଅଫିସର କିରାଣୀ ରତ୍ନାକର ମହାନ୍ତିଙ୍କ ଘର ସମେତ ୭ଟି ସ୍ଥାନରେ ଏକକାଳୀନ ଭିଜିଲାନସ ଚଢଉ ଜାରି ରହିଛି।

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଯାଜପୁର ଭିଜିଲାନସ ପକ୍ଷରୁ ରତ୍ନାକର ମହାନ୍ତିଙ୍କ ଚହଟାରେ ଥିବା ପୈତୃକ ଘର, ଜାରକାରେ ଥିବା ଭଡ଼ା ଘର, ଚାନ୍ଦପୁରରେ ଶଶୁର ଘର, ଜାତୀୟ ରାଜପଥରେ ଥିବା ହୋଟେଲ୍‌ ଆକାଶ  ଓ ଅନ୍ୟ କେତେକ ସଂପର୍କୀୟଙ୍କ ଘରେ ଚଢଉ ଜାରି ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe