currentaffairs.adda247.com
ସମ୍ବଲପୁର : ସରକାରଙ୍କ ଦ୍ୱାରା ପରିବର୍ଦ୍ଧିତ ଲକ୍ଡାଉନ୍କୁ ଦୃଷ୍ଟିରେ ରଖି ଆସନ୍ତା ଜୁନ୍ ୧ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଶ୍ରୀ ଶ୍ରୀ ସମଲେଶ୍ବରୀ ମନ୍ଦିର ଭକ୍ତମାନଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ଏହି ଦିନମାନଙ୍କରେ କେବଳ ପୂଜକମାନଙ୍କ ଦ୍ୱାରା ମାଁ ସମଲେଶ୍ବରୀଙ୍କ ନୀତିକାନ୍ତି ତଥା ଦୈନନ୍ଦିନ ପୂଜାର୍ଚନା ନିର୍ଘଣ୍ଟ ସମ୍ପାଦିତ ହେବ ବୋଲି ସମଲେଶ୍ବରୀ ମନ୍ଦିର ଟ୍ରଷ୍ଟ ବୋର୍ଡର ସଭାପତି ସଞ୍ଜୟ କୁମାର ବାବୁ ସୂଚନା ଦେଇଛନ୍ତି।
Follow Us