ବୁଧବାର ୫ଘଣ୍ଟା ବନ୍ଦ ରହିବ ଦର୍ଶନ

Advertisment
ବୁଧବାର ୫ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ: ବୁଧବାର ବନକଲାଗି ପାଇଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ଅପରାହ୍‌ଣ ୫ଟାରୁ ବନ୍ଦ ରହିବ। ଶ୍ରାବଣ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀଜୀଉଙ୍କ ଶ୍ରୀମୁଖ ସିଙ୍ଗାର ତଥା ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ବିତୀୟ ଭୋଗ ମଣ୍ଡପ ପରେ ଅପରାହ୍‌ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe