ନିଆଁଲାଗି ଜଳିଗଲେ ୱାର୍ଡସଭ୍ୟା

Advertisment
ଚଳନ୍ତା ଟ୍ରେନ୍‌ରେ ବର୍ବର କାଣ୍ଡ; ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଯୁବକ, ଶିଶୁ ସମେତ ୩ ମୃତ

NewsBytes

ତାରପୁର : ଜଗତ୍‌ସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ୍ ବିଦ୍ୟାଧରପୁର ଗ୍ରାମ ପଞ୍ଚାୟତ ୧ ନମ୍ବର ୱାର୍ଡସଭ୍ୟା ସରସ୍ବତୀ ସେଠୀ(୫୨) ସୋମବାର ଦିନ ନିଆଁରେ ପୋଡ଼ି ହୋଇ ପ୍ରାଣ ହରାଇବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ଆଜି ଦିନ ପ୍ରାୟ ସାଢ଼େ ୧୦ଟା ବେଳେ ସରସ୍ବତୀଙ୍କୁ ଶରୀରର ୮୦ ଭାଗ ପୋଡ଼ି ଯାଇଥିବା ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ଅଗ୍ନିଶମ ବିଭାଗ ଓ ପରେ ଅଧାବାଟରୁ ଆମ୍ବୁଲାନ୍ସରେ ଜଗତସିଂହପୁର ଜିଲ୍ଲା ମୁଖ୍ୟଚକିତ୍ସାଳୟକୁ ନିଆଯାଇଥିଲା। ସେଠାରୁ ତୁରନ୍ତ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲେ ହେଁ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଅଗ୍ନିକାଣ୍ଡରେ ୩ ବଖରା ସମ୍ପୂର୍ଣ୍ଣ ଜଳି ଯାଇଥିଲା। ହଠାତ୍‌ ଏପରି ଅଗ୍ନିକାଣ୍ଡକୁ କେହି ସହଜେ ଗ୍ରହଣ କରିପାରୁନାହାନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe