ଭୁବନେଶ୍ବର: ଆଜି (ସେପ୍ଟେମ୍ବର ୧୭) ହେଉଛି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ଆଜି ପ୍ରଧାନମନ୍ତ୍ରୀ ମୋଦୀ ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
/sambad/media/post_attachments/wp-content/uploads/2020/09/pm-cm-daily-hunt.jpg)
Warm birthday wishes to Prime Minister Shri @narendramodi ji. May you be blessed with good health and long life.
— Naveen Patnaik (@Naveen_Odisha) September 17, 2020
ମୁଖ୍ୟମନ୍ତ୍ରୀ ନିଜର ଟୁଇଟରରେ ଲେଖିଛନ୍ତି, ‘ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ଆପଣ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ |’