ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Advertisment
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି (ସେପ୍ଟେମ୍ବର ୧୭) ହେଉଛି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ଆଜି ପ୍ରଧାନମନ୍ତ୍ରୀ ମୋଦୀ ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

publive-image image source-daily hunt

ମୁଖ୍ୟମନ୍ତ୍ରୀ ନିଜର ଟୁଇଟରରେ ଲେଖିଛନ୍ତି, ‘ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ଆପଣ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ |’

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe