ହୀରାକୁଦ ଜଳସ୍ତର ବଢ଼ିଲା

Advertisment
ହୀରାକୁଦ ଜଳସ୍ତର ବଢ଼ିଲା

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ବର୍ତ୍ତମାନ ଜଳସ୍ତର ୬୦୪ ଫୁଟକୁ ଛୁଇଁଲାଣି।

ଜଳସ୍ତର ୨ ଫୁଟ ବଢିଛି। ସେକେଣ୍ତ ପ୍ରତି ୧ ଲକ୍ଷ ୭୨ ହଜାର ୧୭୬ କ୍ୟୁସେକ ଜଳ ଜଳଭଣ୍ଡାରରେ ପ୍ରବେଶ କରୁଛି । ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ କରିବାରେ ଲାଗିଛି। ଛତିଶଗଡରେ ଲଗାଣ ବର୍ଷା ଯୋଗୁ ଗତକାଲି ଠାରୁ ଜଳଭଣ୍ଡାରରେ ଅଧିକ ବନ୍ୟାଜଳ ପ୍ରବେଶ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe