ପଶ୍ଚିମା ଝଡ: ୭ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ

Advertisment

ପଶ୍ଚିମା ଝଡ଼ ପ୍ରଭାବରେ ଆଜି(ଶନିବାର) ଏବଂ ଆସନ୍ତାକାଲି(ରବିବାର) ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ପଶ୍ଚିମ ଓ ଉତ୍ତର ଓଡ଼ିଶାର କେତେକ ଅଞ୍ଚଳରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି...

West Cyclone Rain

ଭୁବନେଶ୍ବର: ପଶ୍ଚିମା ଝଡ଼ ପ୍ରଭାବରେ ଆଜି(ଶନିବାର) ଏବଂ ଆସନ୍ତାକାଲି(ରବିବାର) ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।  ପଶ୍ଚିମ ଓ ଉତ୍ତର ଓଡ଼ିଶାର କେତେକ ଅଞ୍ଚଳରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।  

ଅଧିକ ପଢ଼ନ୍ତୁ: ଆରମ୍ଭ ହେଲା ଅନ୍ତିମ ଯାତ୍ରା, ଶେଷକୃତ୍ୟ ପାଇଁ ବାହାରିଲା ଡ.ମନମୋହନଙ୍କ ପାର୍ଥିବ ଶରୀର

ଏହା ବ୍ୟତୀତ ଅନ୍ୟ ସବୁ ସ୍ଥାନରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ନାହିଁ। ପାଗ ଖରାଟିଆ ଏବଂ ଆଂଶିକ ମେଘୁଆ ରହିପାରେ। 

ଅଧିକ ପଢ଼ନ୍ତୁ: ୨ ଟ୍ରକ୍‌ ଧକ୍କା: ଡ୍ରାଇଭର-ହେଲ୍‌ପର ଜୀବନ୍ତ ଦଗ୍ଧ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe