ନଭେମ୍ବର ୨୧ରୁ ଡିସେମ୍ବର ୩୦ ପର୍ଯ୍ୟନ୍ତ ବିଧାନସଭାର ଶୀତକାଳୀନ ଅଧିବେଶନ

Advertisment
ନଭେମ୍ବର ୨୧ରୁ ଡିସେମ୍ବର ୩୦ ପର୍ଯ୍ୟନ୍ତ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଚଳିତ ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି।

ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍‌ ୩୩ଟି କାର୍ଯ୍ୟ ଦିବସ ରହିବ। ଏଥି ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ବିଧାନସଭା ପରିଚାଳନା ପାଇଁ ବାଚସ୍ପତି ଖୁବ୍‌ଶୀଘ୍ର ସର୍ବଦଳୀୟ ବୈଠକ ଡକାଇ ପାରନ୍ତି ବୋଲି ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe