କୂଅରେ ପଡ଼ି ମହିଳା ମୃତ

Advertisment
କାଜୁ ଜଙ୍ଗଲରୁ ଯୁବକଙ୍କ ଗଳିତ ଶବ ଜବତ: ପରିବାର ଆଣିଲା ହତ୍ୟା ଅଭିଯୋଗ

Shutterstock

ଢେଙ୍କିକୋଟ: କେନ୍ଦୁଝର ଜିଲ୍ଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସରାସପଶି ପଞ୍ଚାୟତ ଭରାଣ୍ଡିଆ ଗ୍ରାମର କଳାକର ମୁଣ୍ଡା ଙ୍କ ପତ୍ନୀ ସପନି ମୁଣ୍ଡା(୬୦) ଶୁକ୍ରବାର ସନ୍ଧ୍ୟାରେ ଏକ କୂଅରେ ଖସିପଡି ପ୍ରାଣ ହରାଇଛନ୍ତି। ଗତ ବିଳମ୍ବିତ ସନ୍ଧ୍ୟାରେ ଏହି ଘଟଣା ଜଣାପଡିବା ପରେ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି କୂଅରୁ ଶବ କୁ ଉଦ୍ଧାର କରିଥିଲେ।

ଏନେଇ ଘଟଗାଁ ଥାନା ଅପମୃତ୍ୟୁ ମାମଲା ୨୨/୨୦୨୪ ମୂଳେ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ତ୍ରିନାଥ ନାଏକ ଆଜି ମୃତକର ଶବ ବ୍ୟବଚ୍ଛେଦ କରାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe