ଯୁବତୀଙ୍କ ଆତ୍ମହତ୍ୟା

ଛାତ୍ରାବାସରୁ ଝୁଲନ୍ତା ମୃତଦେହ ଜବତ

Image Courtesy of NDTV

ବ୍ରଜରାଜନଗର: ବ୍ରଜରାଜନଗର ଥାନା ହରିଓମ ବିହାରର ପଞ୍ଚମୀ ହରିପାଲ (୪୦ ବର୍ଷ) ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ଅବିବାହିତା ଥିବା ପଞ୍ଚମୀ ନିଜ ଘରେ ବେକରେ ଓଢ଼ଣି ବାନ୍ଧି ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ତୁରନ୍ତ ତାଙ୍କୁ ମଣ୍ଡଳିଆ କେନ୍ଦ୍ରୀୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି।

ବ୍ରଜରାଜନଗର ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଏ ନେଇ ଏକ ମାମଲା ରୁଜୁ କରି ପୁଲିସ ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe