ଭୁବନେଶ୍ୱର: କୁନ୍ଦୁଲି ପୀଡ଼ିତା ଆତ୍ମହତ୍ୟା ମାମଲାରେ ଆସନ୍ତାକାଲି କଂଗ୍ରେସ ଓ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏଥିପାଇିଁ କାଲି ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଯଦି କୌଣସିି ପରୀକ୍ଷା ଥାଏ ତାହାଲେ ଏହାକୁ ପରେ କରାଯିବ ।
ଆସନ୍ତାକାଲି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ
/sambad/media/post_attachments/wp-content/uploads/2018/01/school-295210_960_720.png)