ବାଇକ୍‌କୁ ପିଟିଲା ଦ୍ରୁତଗାମୀ ଟ୍ରକ୍, ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ

Advertisment
ଦୁର୍ଘଟଣାରେ ଜଣେ ମୃତ

ନୂଆପଡା: କୋମନା ଥାନା ଘୋଟସରସ୍ଥିତ ୩୫୩ ଜାତୀୟ ରାଜପଥ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।। ବାଇକ୍‌କୁ ଦ୍ରୁତଗାମୀ ଟ୍ରକ୍ ଧକ୍କା ମାରିଛି। ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।। ବାଇକ୍ ଆରୋହୀ ବୋଡ଼େନ ଥାନା କିରେକେଲା ଟାଙ୍ଗିରୀ ପଡ଼ାର ଟଙ୍କଧର ମାଝୀ (୩୦)ବୋଲି ଜଣାପଡ଼ିଛି।। ଘଟଣା ସ୍ଥଳରେ କୋମନା ପୁଲିସ୍ ପହଞ୍ଚି ଶବ ଜବତ କରି ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe