ଆସ୍କା: ଆସ୍କାରେ ନିର୍ବାଚନ ପରବର୍ତ୍ତୀ ହିଂସା। ଧରାକୋଟ ଥାନାର ସୁନ୍ଦିପଲ୍ଲୀ ଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଥିଲା। ଗାଁର ଯୁବକ ମିଟୁ ବିଶୋୟୀଙ୍କୁ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରିକି ମିଟୁଙ୍କ ମୁଣ୍ଡ ଓ ଗୋଡ଼କୁ ହଣା ଯାଇଥିବା ଦାଗ ରହିଛି। ଘଟଣାସ୍ଥଳରେ ବଡ଼ଗଡ଼ ପୁଲିସ ଓ ଧରାକୋଟ ପୁଲିସ ପହଞ୍ଚି ଶବ ଜବତ କରି ତଦନ୍ତ ଜାରି ରଖିଛି।
ଆସ୍କାରେ ନିର୍ବାଚନ ପରବର୍ତ୍ତୀ ହିଂସା: ଯୁବକଙ୍କୁ ପିଟିପିଟି ମାରିଦେଲେ
/sambad/media/post_attachments/wp-content/uploads/2023/09/dead.jpg)