ଘରୁ ଡାକିନେଇ ଯୁବକଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ

କାଜୁ ଜଙ୍ଗଲରୁ ଯୁବକଙ୍କ ଗଳିତ ଶବ ଜବତ: ପରିବାର ଆଣିଲା ହତ୍ୟା ଅଭିଯୋଗ

Shutterstock

ଫୁଲବାଣୀ: ମାଓବାଦୀମାନେ ପୁଣି ଥରେ ରକ୍ତମୁଖା ହୋଇଛନ୍ତି। ଘରୁ ଡାକିନେଇ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ ବାଡ଼ିପାଙ୍ଗା ଗାଁରେ ଏଭଳି ଘଟଣା ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ମେଟଲା ରୋହିତ।

ସୂଚନା ଅନୁସାରେ ମାଓବାଦୀମାନେ ଗତ ଶନିବାର ବିଳମ୍ବିତ ରାତିରେ ମେଟଲା ମାଝୀଙ୍କୁ ଘରୁ ଉଠାଇ ନେଇଥିଲେ। ଆଜି ମେଟଲାଙ୍କ କ୍ଷତ ବିକ୍ଷତ ଶବ ଜଙ୍ଗଲରେ ପଡ଼ି ରହିଥିବା ଦେଖିବାକୁ ମିଳିଥିଲା। ଏହି ଘଟଣାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe