ଗାଧୋଇବା ବେଳେ ବଂଶଧାରାରେ ବୁଡ଼ିଗଲେ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

Advertisment
ଗାଧୋଇବା ବେଳେ ବଂଶଧାରାରେ ବୁଡ଼ିଗଲେ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ରାୟଗଡ଼ା: ବଂଶଧାରା ନଦୀରେ ରବିବାର ଅପରାହ୍‌ଣରେ ଜଣେ ଯୁବକ ବୁଡ଼ି ଯାଇଛନ୍ତି। ଗୁଡ଼ାରୀ ନିକଟରେ ସେ ଗାଧୋଇବା ବେଳେ ଅସାବଧାନତା ଯୋଗୁଁ ବୁଡ଼ି ଯାଇଥିବା ସୂଚନା ରହିଛି। ରିପୋର୍ଟ ଲେଖାଯିବା ବେଳକୁ ଅଗ୍ନିଶମ ବାହିନୀର କର୍ମଚାରୀମାନେ ନିଖୋଜ ଯୁବକଙ୍କୁ ଖୋଜାଖୋଜି କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe