ଜୁନାଗଡ଼ : ପାଣିରେ ବୁଡ଼ି ଯୁବତୀଙ୍କ ମୃତ୍ୟୁ

Advertisment
ସାବାସ୍‌ ଶୁଭଶ୍ରୀ! ୫ ବର୍ଷର ଝିଅକୁ ପାଣିରୁ ଟାଣିଆଣିଲା

Odisha Bytes

ଜୁନାଗଡ଼ : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସହରସ୍ଥିତ ତାଲବନ୍ଧ ପଡ଼ାର ବନିତା ବାଗ (୨୯ବର୍ଷ) ନାମ୍ନୀ ଜଣେ  ଯୁବତୀ ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି। ପ୍ରକାଶ ଯେ, ବନିତା ଶନିବାର ନିକଟସ୍ଥ ଅନ୍ତରା ବନ୍ଧକୁ ଗାଧୋଇବାକୁ ଯାଇଥିଲେ। ଗାଧୋଉଥିବା ବେଳେ ପାଣିରେ ବୁଡ଼ି ଯାଇଥିଲେ। ଘଟଣା ସମ୍ପର୍କରେ ପରିବାର ଲୋକେ ଜାଣିପାରିବା ପରେ ବନିତାଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଜୁନାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ବନିତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe