ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

Advertisment
ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

ତେଲକୋଇ : ତେଲକୋଇ ଥାନା କରଦାଙ୍ଗି ଗାଁ’ର ବଲ୍ଲଭ ବାରିକ (୪୦) ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି। ଗତକାଲି ସନ୍ଧ୍ୟାରେ ବଲ୍ଲଭ ଗାଁ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ଗୋଡ ଖସିଯିବାରୁ ଗଭୀର ଜଳରେ ବୁଡି ଯାଇଥିଲେ। ତେଲକୋଇ ଥାନା ପୁଲିସ ଶବ ବ୍ୟବଚ୍ଛେଦ କରାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ବ୍ଲକ ପ୍ରଶାସନକୁ ଅନୁରୋଧ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe