ଆଜି ରାଜ୍ୟ କ୍ୟାବିନେଟ୍‌ : ସକାଳ ୯ଟା ୪୫ ମିନିଟ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ

Advertisment
ମୁଖ୍ୟମନ୍ତ୍ରୀଙ୍କ ପିଆର୍‌ଓଙ୍କୁ ପୁନଃନିଯୁକ୍ତି

Business Today

ଭୁବନେଶ୍ବର : ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ସକାଳ ୯ଟା ୪୫ ମିନିଟ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ କ୍ୟାବିନେଟ୍‌ ବୈଠକ ବସିବା ପାଇଁ ସ୍ଥିର କରାଯାଇଛି। ବିଧାନସଭା ବଜେଟ୍‌ ଅଧିବେଶନ ଚାଲୁଥିବାରୁ କ୍ୟାବିନେଟ୍‌ ନିଷ୍ପତ୍ତି ସମ୍ପର୍କିତ କୌଣସି ସୂଚନା ଦିଆଯାଇପାରିବନି। ସୂତ୍ର ମୁତାବକ କ୍ୟାବିନେଟ୍‌ ବୈଠକ ଅତି ତରବରିଆ ଭାବେ ଡକାଯାଇଥିବାରୁ କୌଣସି ମନ୍ତ୍ରୀଙ୍କୁ ଏଯାବତ୍‌ କ୍ୟାବିନେଟ୍‌ ଚିଠା ପ୍ରସ୍ତାବ ମଧ୍ୟ ପ୍ରଦାନ କରାଯାଇନି। ତେବେ ବୈଠକରେ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe