Advertisment

ପିକଅପ୍ ଭ୍ୟାନ ଓଲଟି ଦୁଇଜଣଙ୍କର ଚାଲିଗଲା ଜୀବନ

Advertisment
ଏମ୍‌କେସିଜିରେ ରକ୍ତର ଉତ୍କଟ ଅଭାବ: ୟୁନିଟ୍‌ ସଂଖ୍ୟା ୨୩କୁ ଖସିଲା, ନେଗେଟିଭ୍‌ ଗ୍ରୁପ୍‌ ଖାଲି

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ହିଞ୍ଜିଳିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଦଣ୍ଡୁଆଙ୍କୁ ନେଇ ଯାଉଥିବା ଏକ ପିକଅପ୍ ଭ୍ୟାନ ଓଲଟି ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ସଙ୍କାଟାପନ୍ନ ରହିଛି। ଗୁରୁତରଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ, ଦୁଇଟି ପିକଅପ୍ ଭ୍ୟାନରେ ଦଣ୍ଡୁଆମାନେ ବ୍ରହ୍ମପୁରରୁ କ୍ଷେତ୍ରୀ ବ୍ରହ୍ମପୁରକୁ ଯାଉଥିବା ବେଳେ ହିଞ୍ଜିଳି ଥାନା ଅନ୍ତର୍ଗତ ସାରୁ ନିକଟରେ ଦୁର୍ଘଟଘା ଘଟିଥିଲା।  ଭ୍ୟାନଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe