ଭୁବନେଶ୍ବର: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି । ଏନେଇ ଭୋଟରଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଇଛି । ସକାଳୁ ସକାଳୁ ସବୁ ବୁଥ୍ରେ ଦେଖିବାକୁ ମିଳୁଛି ପ୍ରବଳ ଭିଡ। କିଛି ବୁଥ୍ରେ ଭୋଟର ମୋବାଇଲ ନେଇ ଯାଉଥିବା ଦେଖିବାକୁ ମିଳିଥିବାବେଳେ ଏପରି ନ କରିବାକୁ ଉଭୟ ଭୋଟର ଓ ଅଧିକାରୀଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଅପିଲ କରିଛନ୍ତି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us