ସଂଘବଦ୍ଧ ଭାବେ ଆକ୍ରମଣ କରି ଯୁବକଙ୍କ ହାତକୁ ଦା’ରେ ହାଣିଲେ

Advertisment
ସଂଘବଦ୍ଧ ଭାବେ ଆକ୍ରମଣ କରି ଯୁବକଙ୍କ ହାତକୁ ଦା’ରେ ହାଣିଲେ

ପୋତାପୋଖରୀ: କଟକ ଜିଲ୍ଲା ପୋତାପୋଖରୀ ଅଞ୍ଚଳରେ ଜଣେ ଯୁବକଙ୍କ ହାତକୁ ଦୁର୍ବୃତ୍ତମାନେ ଦା’ରେ ହାଣି ଦେଇଥିବା ଅଭିଯୋଗ ହୋଇଛି। ଆହତ ଯୁବକ ଜଣଙ୍କ ହେଲେ ସୋମନାଥ ପୃଷ୍ଟି। ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ଲାଗି କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ଦୁର୍ବୃତ୍ତମାନେ ସୋମନାଥଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ତେବେ ଯୁବକଙ୍କୁ ଦୁର୍ବୃତ୍ତମାନେ କାହିଁକି ମରାଣନ୍ତକ ଆକ୍ରମଣ କଲେ ତାହା ଜଣାପଡ଼ିନାହିଁ। ଆକ୍ରମଣ ପଛରେ ପୂର୍ବ ଶତ୍ରୁତା ଅଛି ନା ଅନ୍ୟ କିଛି କାରଣ ରହିଛି ତାହା ଜଣାପଡ଼ି ନାହିଁ। ଚାଉଳିଆଗଞ୍ଜ ପୁଲିସ୍ ଘଟଣାର ତଦନ୍ତ ଜାରି ରଖିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe