ସରୋଜ-କହ୍ନେଇ ଦାଖଲ କଲେ ନାମାଙ୍କନ ପତ୍ର

Advertisment
ସରୋଜ-କହ୍ନେଇ ଦାଖଲ କଲେ ନାମାଙ୍କନ ପତ୍ର

ବୌଦ୍ଧ: ବୌଦ୍ଧ ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ସରୋଜ କୁମାର ପ୍ରଧାନ ଏବଂ କଣ୍ଟାମାଳ ଆସନରେ ବିଜେପି ପ୍ରାର୍ଥୀ କହ୍ନେଇ ଚରଣ ଡାଙ୍ଗ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ଦାଖଲ କରିଛନ୍ତି ।
ବୌଦ୍ଧ ସହରରେ ଥିବା ରାମେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ରାଲିରେ ବାହାରି ନାମାଙ୍କନ ଦାଖଲ ପାଇଁ ଯାଇଥିଲେ । ବିଜେପି ଏହି ଦୁଇ ଆସନରେ ବିଜୟୀ ହେବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ଦୁଇ ପ୍ରାର୍ଥୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe