ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୫୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୦୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 10th Feb
New Positive Cases: 1572
Of which 0-18 years: 309
In quarantine: 918
Local contacts: 654(Details of local contacts will be shared by concerned District)
1. Angul: 9
2. Balasore: 62
3. Bargarh: 25
4. Bhadrak: 27
5. Balangir: 40
6. Boudh: 25— I & PR Department, Odisha (@IPR_Odisha) February 11, 2022
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯ ଜଣ, ବାଲେଶ୍ୱରରୁ ୬୨ ଜଣ, ବରଗଡ଼ରୁ ୨୫ ଜଣ, ଭଦ୍ରକରୁ ୨୭ ଜଣ, ବଲାଙ୍ଗୀରରୁ ୪୦ ଜଣ, ବୌଦ୍ଧ ଜିଲ୍ଲାରୁ ୨୫, କଟକରୁ ୧୬୧ ଜଣ, ଦେବଗଡ଼ରୁ ୨୦ ଜଣ, ଢେଙ୍କାନାଳରୁ ୩୫ ଜଣ, ଗଜପତିରୁ ୪୭, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୪୮ ଜଣ, ଯାଜପୁରରୁ ୫୨ ଜଣ, ଝାରସୁଗୁଡ଼ାରୁ ୧୩ ଜଣ, କଳାହାଣ୍ଡିରୁ ୨୨ ଜଣ, କନ୍ଧମାଳରୁ ୬୨ ଜଣ, କେନ୍ଦ୍ରାପଡ଼ାରୁ ୩୦ ଜଣ, କେଉଁଝରରୁ ୪୩ ଜଣ, ଖୋର୍ଦ୍ଧାରୁ ୨୩୩ ଜଣ, କୋରାପୁଟରୁ ୮୭ ଜଣ, ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୬୦ ଜଣ, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୩୫ ଜଣ, ନୂଆପଡ଼ାରୁ ୨୩ ଜଣ, ପୁରୀରୁ ୩୯ ଜଣ, ରାୟଗଡ଼ାରୁ ୭୪ ଜଣ, ସମ୍ୱଲପୁରରୁ ୭୩ ଜଣ, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୧୧୩ ଜଣ ଓ ଷ୍ଟେଟ ପୁଲରୁ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୭୪, ୫୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୫୧, ୪୩୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪, ୨୫୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
ସୂଚନାଯୋଗ୍ୟ, ଗତକାଲି ୧୪୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଫେବ୍ରୁଆରି ୯ରେ ୧୭୧୨ ଜଣ, ଫେବ୍ରୁଆରି ୮ ରେ ୧,୫୦୩. ଫେବ୍ରୁଆରି ୭ରେ ୧୪୯୭ ଜଣ, ଫେବ୍ରୁଆରି ୬ ତାରିଖରେ ୨୧୦୬, ଫେବ୍ରୁଆରି ୫ ତାରିଖରେ ୨୬୦୩, ଫେବ୍ରୁଆରି ୪ ତାରିଖରେ ୨,୬୯୭ ଫେବ୍ରୁଆରି ୩ରେ ୩୬୨୯, ଫେବ୍ରୁଆରି ୨ ତାରିଖରେ ୩୪୫୦ ଫେବ୍ରୁଆରି ୧ ତାରିଖରେ ୩୦୮୬, ଜାନୁଆରି ୩୧ରେ ୩୩୨୯, ଜାନୁଆରି ୩୦ ରେ ୪, ୮୪୩, ଜାନୁଆରି ୨୯ରେ ୪୮୪୨, ଜାନୁଆରି ୨୮ରେ ୫୦୫୭, ଜାନୁଆରି ୨୭ରେ ୫୯୦୧, ଜାନୁଆରି ୨୬ରେ ୭୪୨୬ ଜଣ, ୨୫ରେ ୫,୮୯୧, ଜାନୁଆରି ୨୪ରେ ୭୯୨୧, ଜାନୁଆରି ୨୩ ତାରିଖରେ ୮,୫୨୦ ଜାନୁଆରି ୨୨ରେ ୮,୮୪୫ ଜାନୁଆରି ୨୧ ତାରିଖରେ ୯,୮୩୩, ଜାନୁଆରି ୨୦ ତାରିଖରେ ୧୦,୩୬୮ଜଣ, ଜାନୁଆରି ୧୯ ତାରିଖରେ ୧୧,୬୦୭ ଜଣ, ଜାନୁଆରି ୧୮ରେ ୧୧,୦୮୬, ଜାନୁଆରି ୧୭ରେ ୧୦,୪୮୯, ୧୬ ତାରିଖରେ ୧୧,୧୭୭, ୧୫ ତାରିଖରେ ୧୦,୮୫୬, ଜାନୁଆରି ୧୪ରେ ୧୦,୨୭୩ , ଜାନୁଆରି ୧୩ରେ ୧୦,୦୫୯ ଜଣ, ଜାନୁଆରି ୧୨ରେ ୮୭୭୮, ୧୧ରେ ୭୦୭୧, ୧୦ରେ ୪୮୨୯, ଜାନୁଆରି ୯ ତାରିଖରେ ୪୭୧୪ ଜଣ , ଜାନୁଆରି ୮ ତାରିଖରେ ୩୬୭୯ ଜଣ , ଜାନୁଆରି ୭ ତାରିଖରେ ୨୭୦୩ ଜଣ, ଜାନୁଆରି ୬ ତାରିଖରେ ୧୮୯୭ ଜଣ, ଜାନୁଆରି ୫ ରେ ୧୨୧୬, ଜାନୁଆରି ୪ ରେ ୬୮୦, ଜାନୁଆରି ୩ ରେ ୪୨୪, ଜାନୁଆରି ୨ରେ ୪୨୪, ଜାନୁଆରି ୧ରେ ୨୯୮, ଡିସେମ୍ବର ୩୧ରେ ୨୨୮, ଡିସେମ୍ବର ୩୦ରେ ୨୨୫, ଡିସେମ୍ବର ୨୯ରେ ୨୨୧ ଓ ଡିସେମ୍ବର ୨୮ରେ ୧୫୬ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ।