ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀମନ୍ଦିରରେ ଯୋଡ଼ହସ୍ତ ହୋଇ ପ୍ରଣିପାତ ମୁଦ୍ରାରେ ଶ୍ରୀମନ୍ଦିରରେ ସିଂହଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି।
ଶ୍ରୀମନ୍ଦିରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ
Advertisment
Follow Us