Fire In Bhubaneswar: ହୁତୁ ହୁତୁ ହୋଇ ଜଳିଲା ବାର୍, ଚାରିଆଡ଼େ ଖେଳିଗଲା କଳା ଧୁଆଁ; ଦେଖନ୍ତୁ ଭିଡିଓ

Advertisment

ରାଜଧାନୀର ସତ୍ୟବିହାରରେ ଥିବା ଏକ ବାରରେ ଲାଗିଛି ନିଆଁ। ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ। ସମଗ୍ର ଅଞ୍ଚଳ ଧୂଆଁମୟ। ଘଟଣାସ୍ଥଳରେ ଦୁଇଟି ଦମକଳ ବାହିନୀ ନିଆଁଲିଭା କାମରେ ନିୟୋଜିତ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ।

ରାଜଧାନୀର ସତ୍ୟବିହାରରେ ଥିବା ଏକ ବାରରେ ଲାଗିଛି ନିଆଁ। ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ। ସମଗ୍ର ଅଞ୍ଚଳ ଧୂଆଁମୟ। ଘଟଣାସ୍ଥଳରେ ଦୁଇଟି ଦମକଳ ବାହିନୀ ନିଆଁଲିଭା କାମରେ ନିୟୋଜିତ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ।

ଭୁବନେଶ୍ବର: ରାଜଧାନୀର ସତ୍ୟବିହାରରେ ଥିବା ଏକ ବାରରେ ଲାଗିଛି ନିଆଁ। ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ। ସମଗ୍ର ଅଞ୍ଚଳ ଧୂଆଁମୟ। ଘଟଣାସ୍ଥଳରେ ଦୁଇଟି ଦମକଳ ବାହିନୀ ନିଆଁଲିଭା କାମରେ ନିୟୋଜିତ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ।

ଆହୁରି ଦେଖନ୍ତୁFire In Philippines: ମାଡ଼ି ଆସୁଥିଲା ନିଆଁ, ପୋଷା କୁକୁର ପାଇଁ ମୃତ୍ୟୁ ସହ ଖେଳିଗଲେ ମହିଳା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe