ଭୁବନେଶ୍ବର: ରାଜ୍ୟସଭା ସାଂସଦ ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ କଟକ-ବାରବାଟୀରୁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ଵ ନେଇ ପରୋକ୍ଷରେ ପ୍ରଶ୍ନ ଉଠାଇଛନ୍ତି। ଏଥି ସହିତ ଦଳର ନେତୃତ୍ଵର ନବୀକରଣ କରାଯାଉ ବୋଲି ଦାବି କରିଛନ୍ତି। ଓଡ଼ିଶା କଂଗ୍ରେସର ପୁନରୁଦ୍ଧାର ଓ ପୁନଜୀବିତ କରାଗଲେ ଭବିଷ୍ୟତ ମଜବୁତ ହେବ ବୋଲି ମଧ୍ୟ କହିଛନ୍ତି।
ଆହୁରି ପଢ଼ନ୍ତୁ: Deepavali's Addition To UNESCO List: ୟୁନେସ୍କୋର ଅମୂର୍ତ୍ତ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି, ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
Follow Us