ଟିକିଏ ଅସାବଧାନତା ଯୋଗୁଁ ଚାଲିଗଲା ଜୀବନ । ଚଳନ୍ତା ଟ୍ରେନରେ ଚଢିବାକୁ ଚେଷ୍ଟା କରୁଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ଶିକ୍ଷକଙ୍କର ଟ୍ରେନ୍ ଚକା ତଳେ କଟି ମୃତ୍ୟୁ ହୋଇଛି । ଏଭଳି ଏକ ଅଭାବନୀୟ ଘଟଣା ଆଜି ସକାଳେ ଝାରସୁଗୁଡା ରେଳ ଷ୍ଟେସନରେ ଦେଖିବାକୁ ମିଳିଛି । ମୃତକ ଜଣକ ହେଲେ ଛତିଶଗଡ଼ ରାୟପୁରର ବି. ଶିବଶଙ୍କର । ସେ ବରଗଡ଼ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ନୂଆପାଲିର ଏକ ବିଦ୍ୟାପୀଠରେ ଶିକ୍ଷକ ଭାବରେ କାର୍ଯ୍ୟରତ ଥିଲେ।
ଆହୁରି ପଢନ୍ତୁ- How to Replace Old Notes?: ପୁରୁଣା ଟଙ୍କା ବଦଳ କରିବେ କେମିତି?
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/07/18/2025-07-18t125305434z-495579873_4103788763196742_5280183960216432299_n-2025-07-18-18-23-05.jpg)