ଟିକିଏ ଅସାବଧାନତା ଯୋଗୁଁ ଚାଲିଗଲା ଜୀବନ । ଚଳନ୍ତା ଟ୍ରେନରେ ଚଢିବାକୁ ଚେଷ୍ଟା କରୁଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ଶିକ୍ଷକଙ୍କର ଟ୍ରେନ୍ ଚକା ତଳେ କଟି ମୃତ୍ୟୁ ହୋଇଛି । ଏଭଳି ଏକ ଅଭାବନୀୟ ଘଟଣା ଆଜି ସକାଳେ ଝାରସୁଗୁଡା ରେଳ ଷ୍ଟେସନରେ ଦେଖିବାକୁ ମିଳିଛି । ମୃତକ ଜଣକ ହେଲେ ଛତିଶଗଡ଼ ରାୟପୁରର ବି. ଶିବଶଙ୍କର । ସେ ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ନୂଆପାଲିର ଏକ ବିଦ୍ୟାପୀଠରେ ଶିକ୍ଷକ ଭାବରେ କାର୍ଯ୍ୟରତ ଥିଲେ।
ଆହୁରି ପଢନ୍ତୁ- How to Replace Old Notes?: ପୁରୁଣା ଟଙ୍କା ବଦଳ କରିବେ କେମିତି?
Follow Us